25.6 C
Bhubaneswar
Thursday, March 27, 2025
Homeଓଡିଶାଆଜି ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଆଜି ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର: ଆଜି ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ।  ଅପରାହ୍ନ ୧.୩୦ ମିନିଟରେ ସ୍ଵତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ଏଠାରୁ ହେଲିକପ୍ଟରରେ ନୟାଗଡ଼ ଅଭିମୁଖେ ଯିବେ  ।  ସେଠାରେ କାଳିଆପଲ୍ଲୀରେ ବିଶ୍ଵାବସୁ ସମ୍ପ୍ରଦାୟର ଯଜ୍ଞରେ ଯୋଗ ଦେବେ । ଏହାସହ କଣ୍ଟିଲୋ ନୀଳମାଧବ ମନ୍ଦିର ଦର୍ଶନ କରିବେ  ।   ସୋମବାର ସନ୍ଧ୍ୟା ୬ ଟା ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ରାଜଭବନ ଅଭିମୁଖେ ଯିବେ ଓ ସେଇଠି ରାତ୍ରିଯାପନ କରିବେ । ମଙ୍ଗଳବାର ସକାଳ ୯ ଟା ରେ ଦିଲ୍ଲୀ ଅଭିମୁଖେ ଫେରିଯିବେ । ଏନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking