40.8 C
Bhubaneswar
Tuesday, April 14, 2026
Homeଦେଶ ବିଦେଶରାଷ୍ଟ୍ରପତିଙ୍କ ଓଡିଆ ନବବର୍ଷର ଶୁଭେଚ୍ଛା

ରାଷ୍ଟ୍ରପତିଙ୍କ ଓଡିଆ ନବବର୍ଷର ଶୁଭେଚ୍ଛା

ନୂଆଦିଲ୍ଲୀ: ମହାବିଷୁବ ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭାରତ ଓ ବିଦେଶରେ ଥିବା ସମସ୍ତ ଦେଶବାସୀଙ୍କୁ ଶୁଭକାମନା ଜଣାଇଲେ । ଏଥିସହ ଓଡିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏକ୍ସରେ ପୋଷ୍ଟ କରି ନବବର୍ଷ ଓ ପଣା ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ । ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ସମୃଦ୍ଧି କାମନା କଲେ କଲେ ପ୍ରଧାନମନ୍ତ୍ରୀ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking