27.1 C
Bhubaneswar
Tuesday, September 22, 2026
Homeଓଡିଶାଅକ୍ଟୋବର ୨୭ରେ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ

ଅକ୍ଟୋବର ୨୭ରେ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ

ଭୁବନେଶ୍ୱର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଗସ୍ତ ନେଇ ସାଂସଦ ନବ ଚରଣ ମାଝୀ ସୂଚନା ଦେଇଛନ୍ତି । ଅକ୍ଟୋବର ୨୭ ରେ ରାଇରଙ୍ଗପୁର ଗସ୍ତ, ୨୮ରେ ଫେରିଯିବେ । ମେଗା ଚକ୍ଷୁ ଚିକିତ୍ସା ଶିବିର କାର୍ଯ୍ୟକ୍ରମରେ ହେବେ ସାମିଲ । ଅକ୍ଟୋବର ୨୬ରୁ ୩୦ ଯାଏଁ ମେଗା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହେବ । ଦିଲ୍ଲୀର ୧୦୦ରୁ ଅଧିକ ଚକ୍ଷୁ ବିଶେଷଜ୍ଞ ଲୋକଙ୍କ ଚିକିତ୍ସା କରିବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking