26.1 C
Bhubaneswar
Monday, October 21, 2024
Homeଓଡିଶାରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

ଭୁବନେଶ୍ବର : ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ରାଷ୍ଟ୍ରପତିଙ୍କ ଗସ୍ତକୁ ସ୍ଥଗିତ ରଖାଯାଇଛି । ଆସନ୍ତା ୨୩ରୁ ୨୫ ଓଡ଼ିଶା ଗସ୍ତରେ ଆସିଥାନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ବରରେ ଅନେକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ଯୋଗ ଦେବାର ଯୋଜନା ଥିଲା । ରାଷ୍ଟ୍ରପତିଙ୍କ ଗସ୍ତ ସ୍ଥଗିତ ନେଇ ମୟୁରଭଞ୍ଜ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking