ମହିଳା ସଂରକ୍ଷଣ ବିଲ୍‌‌ ପାରିତ ପରେ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ବିଜେପି ମୁଖ୍ୟାଳୟରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକସଭା ଓ ରାଜ୍ୟସଭାରେ ମହିଳା ସଂରକ୍ଷଣ ବିଲ୍‌‌ ପାରିତ ହୋଇଥିବାରୁ ମହିଳାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉଦ୍‌‌ବୋଧନ ଦେଇ କହିଛନ୍ତି,ସେ ତାଙ୍କ ପ୍ରତିଶ୍ରୁତି ପୂରଣ କରିଛନ୍ତି। ଦଶନ୍ଧି ଦଶନ୍ଧି ଧରି ଦେଶ ଅପେକ୍ଷା କରିଥିବା ପ୍ରତିଶ୍ରୁତି ସେ ପୂରଣ କରିଛନ୍ତି। ଶ୍ରୀ ମୋଦୀ କହିଛନ୍ତି, ଆଜି ଭାରତର ପ୍ରତ୍ୟେକ ମାଆ,ଭଉଣୀ ଓ ଝିଅମାନଙ୍କୁ ଅଭିନନ୍ଦନ ଜଣାଇବା ସହ ସେପ୍ଟେମ୍ବର … Continue reading ମହିଳା ସଂରକ୍ଷଣ ବିଲ୍‌‌ ପାରିତ ପରେ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ