31.1 C
Bhubaneswar
Tuesday, May 21, 2024
Homeଦେଶ ବିଦେଶଅକ୍ଷୟ ତୃତୀୟା ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଅକ୍ଷୟ ତୃତୀୟା ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଆଜି ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ସାରା ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଟ୍ବିଟ କରି ପ୍ରଧାନମନ୍ତ୍ରୀ ଲେଖିଛନ୍ତି ” ପରୋପକାର ପାଇଁ ପ୍ରେରଣା ଯୋଗାଉଛି ଏହି ପର୍ବ । ସମସ୍ତଙ୍କ ଜୀବନରେ ନୂଆ ଶକ୍ତି ଓ ଉତ୍ସାହ ଆଣିଦେଉ,ଏହା ହିଁ କାମନା ।

ଅକ୍ଷୟ ତୃତୀୟା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking