ନିଯୁକ୍ତି ମେଳାରେ ୫୧ ହଜାର ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ:ରୋଜଗାର ମେଳାର ନବମ ସଂସ୍କରଣରେ ନିଯୁକ୍ତିପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ। ୪୬ଟି ସ୍ଥାନରେ ଆୟୋଜିତ ହୋଇଥିବା ହୋଇଥିବା ଏହି ରୋଜଗାର ମେଳାରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫୧ ହଜାର ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ଏହି ଯୁବକଯୁବତୀଙ୍କୁ ବିଭିନ୍ନ ବିଭାଗରେ ସରକାରୀ ଚାକିରିର ନିଯୁକ୍ତି ପତ୍ର ଦିଆଯାଇଛି । ନୂଆଦିଲ୍ଲୀର ରାଇସିନା ରୋଡସ୍ଥିତ ନ୍ୟାସନାଲ ମିଡିଆ ସେଣ୍ଟରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ସାମିଲ ହୋଇଥିଲେ।କେନ୍ଦ୍ର … Continue reading ନିଯୁକ୍ତି ମେଳାରେ ୫୧ ହଜାର ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ