21.1 C
Bhubaneswar
Friday, February 6, 2026
Homeଦେଶ ବିଦେଶଦୀପାବଳି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଦୀପାବଳି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦୀପାବଳି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦେଶବାସୀଙ୍କ  ସୁଖ, ସମୃଦ୍ଧି କାମନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଲୋକର ପର୍ବ ସମସ୍ତଙ୍କ ପାଇଁ ଖୁସି ଆଣୁ । ଅନ୍ୟପଟେ ମୁଖ୍ୟମ୍‌ତ୍ରୀ ମୋହନ ମାଝୀ ମଧ୍ୟ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । କହିଛନ୍ତି,ଦୀପାବଳି ହେଉଛି ଆଲୋକ ଓ ଆନନ୍ଦର ପର୍ବ। ଜ୍ଞାନର ଆଲୋକ ଅଜ୍ଞାନର ଅନ୍ଧକାରରୁ ମଣିଷକୁ ଉଦ୍ଧାର କରିଥାଏ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଲୋକର ପର୍ବ ପବିତ୍ର ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭିଡିଓ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ସେ କହିଛନ୍ତି ରାଜ୍ୟର ଭାଇ-ଭଉଣୀମାନଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଉଛି। ଦୀପାବଳି ହେଉଛି ଆଲୋକ ଓ ଆନନ୍ଦର ପର୍ବ ବୋଲି କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking