20.1 C
Bhubaneswar
Saturday, December 6, 2025
Homeଦେଶ ବିଦେଶସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦି । ଏକ୍ସରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି ।  ଏହି ଅବସର ସବୁ ଦେଶବାସୀଙ୍କ ଜୀବନରେ ନୂଆ ଉତ୍ସାହ ଆଣୁ ।  ଏହା ବିକଶିତ ଭାରତ ନିର୍ମାଣରେ ନୂଆ ଗତି ଆଣିବ ।  ଅନ୍ୟପଟେ ଆଜି ସାରା ଦେଶ ପାଳୁଛି ୭୯ ତମ ସ୍ୱାଧୀନତା ଦିବସ । ଲାଲକିଲ୍ଲାରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।  ଲଗାତାର  ୧୨ ଥର ପାଇଁ ଦେଶବାସୀଙ୍କୁ ସମ୍ବୋଧନ କରିବେ ।  ସ୍ୱତନ୍ତ୍ର ଅତିଥି ଭାବେ ଉପସ୍ଥିତ ରହିବେ ୮୫ ଗାଁର ସରପଞ୍ଚ । ୧୧ ହଜାର ସୁରକ୍ଷାକର୍ମୀ, ୩ ହଜାର ଟ୍ରାଫିକ ପୋଲିସ ମୁତୟନ ଅଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking