23.1 C
Bhubaneswar
Tuesday, February 3, 2026
Homeଓଡିଶାଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ପହଞ୍ଚିଲେ । ଏୟାରପୋର୍ଟରୁ ଜନତା ମଇଦାନ ଅଭିମୁଖେ ଗ୍ରସ୍ତ କରିଛନ୍ତି ଭାରତର ପ୍ରଧାନମନ୍ତ୍ରୀ । ଉତ୍କର୍ଷ ଓଡିଶା କନ୍‌କ୍ଲେଭରେ ଯୋଗଦେବେ । ସମ୍ମିଳନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking