୨ ହଜାର ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଦେଶବାସୀଙ୍କୁ ଭେଟି ଦେଲେ ମୋଦି । ୪୧ ହଜାର କୋଟି ମୂଲ୍ୟର ୨ ହଜାରରୁ ଅଧିକ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିସି ଜରିଆରେ ଅମୃତ ଭାରତ ଷ୍ଟେସନ ଯୋଜନାରେ ୫୫୪ଟି ରେଳ ଷ୍ଟେସନର ପୁନଃବିକାଶ ପାଇଁ ଶିଳାନ୍ୟାସ କରିଛନ୍ତି ।୨୭ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ଏହି ଷ୍ଟେସନଗୁଡ଼ିକର ପୁନଃବିକାଶ ପାଇଁ ଖର୍ଚ୍ଚ ହେବ ୧୯ ହଜାର କୋଟିରୁ ଅଧିକ ଟଙ୍କା … Continue reading ୨ ହଜାର ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ