33.1 C
Bhubaneswar
Thursday, April 25, 2024
Homeଦେଶ ବିଦେଶପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଦ୍ରୈାପଦୀ ମୁର୍ମୁ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଦ୍ରୈାପଦୀ ମୁର୍ମୁ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଦ୍ରୈାପଦୀ ମୁର୍ମୁ । ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୈାପଦୀ ମୁର୍ମୁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ । ଓଡ଼ିଶା ଭବନରେ ପହଞ୍ଚି ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି। ଗୃହମନ୍ତ୍ରୀ ଅମିତ ଶାହଙ୍କୁ ମଧ୍ୟ ଦ୍ରୈାପଦୀ ଭେଟିଥିବା ସୂଚନା ରହିଛି ।
ତେବେ ଆସନ୍ତାକାଲି ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ଭରିବେ ଦ୍ରୈାପଦୀ ମୁର୍ମୁ । ଜୁଲାଇ ୧୮ ରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ମିଳିତ ବିରୋଧୀ ପ୍ରାର୍ଥୀ ଯଶୋବନ୍ତ ସିହ୍ନାଙ୍କ ସହ ଦ୍ରୈାପଦୀଙ୍କ ର ଲଢେଇ ହେବ ।

ଚୋରଣି ବୋହୂର ଭୟଙ୍କର କାରନାମା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking