32.1 C
Bhubaneswar
Thursday, February 12, 2026
Homeଦେଶ ବିଦେଶବାରାଣସୀ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବାରାଣସୀ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସନ୍ଧ୍ୟା ୫ଟାରେ ବାରାଣସୀର ବାବତପୁର ବିମାନବନ୍ଦରରେ ପହଞ୍ଚିଥିଲେ । ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ସେଠାରେ ପୂର୍ବରୁ ଉପସ୍ଥିତ ଥିବା ଦଳର ବରିଷ୍ଠ ନେତାମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୁଲ ଗୁଚ୍ଛ ଦେଇ ସ୍ୱାଗତ କରିଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ କାଫଲା ସହର ଅଭିମୁଖେ ଯାତ୍ରା କରିଥିଲା। ବାଟରେ ବିଭିନ୍ନ ସ୍ଥାନରେ ଦଳୀୟ କର୍ମୀ ଏବଂ ଅଧିକାରୀମାନେ ତାଙ୍କୁ ସ୍ୱାଗତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ଏଠାରେ ଦୁଇ ଦିନ ରହିବେ। ଶନିବାର ସକାଳେ ପ୍ରଧାନମନ୍ତ୍ରୀ ମୋଦୀ ବାରାଣସୀ ରେଳ ଷ୍ଟେସନରୁ ବାରାଣସୀ-ଖଜୁରାହୋ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking