37.1 C
Bhubaneswar
Monday, May 20, 2024
Homeଦେଶ ବିଦେଶବିଦ୍ୟାଳୟର ପିଲାମାନଙ୍କ ସହିତ ରକ୍ଷାବନ୍ଧନ ପାଳିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ବିଦ୍ୟାଳୟର ପିଲାମାନଙ୍କ ସହିତ ରକ୍ଷାବନ୍ଧନ ପାଳିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବିଦ୍ୟାଳୟର ପିଲାମାନଙ୍କ ସହିତ ରକ୍ଷା ବନ୍ଧନ ପର୍ବ ପାଳନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ହାତରେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀମାନେ ରାକ୍ଷୀ ବାନ୍ଧିଛନ୍ତି। ପ୍ରଧାନମନ୍ତ୍ରୀ ମଧ୍ୟ ସୋସିଆଲ ମିଡିଆରେ ପୋଷ୍ଟ କରି ଦେଶବାସୀଙ୍କୁ ରକ୍ଷା ବନ୍ଧନ ପର୍ବର ଶୁଭେଚ୍ଛା ଜଣାଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking