14.1 C
Bhubaneswar
Friday, December 19, 2025
Homeଓଡିଶାପ୍ରମିଳାଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ପ୍ରମିଳାଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର: ଆଜି ମନ୍ କି ବାତ୍‌ର ୧୨୪ ତମ ସଂସ୍କରଣରେ କେନ୍ଦୁଝରର ପ୍ରମିଳା ପ୍ରଧାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ସଂକୀର୍ତ୍ତନ ଜରିଆରେ ବନାଗ୍ନି ବାବଦରେ ସଚେତନ କରୁଥିବାରୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ। କହିଲେ କେନ୍ଦୁଝର ଜିଲ୍ଲାରେ ରାଧାକୃଷ୍ଣ ସଂକୀର୍ତ୍ତନ ମଣ୍ଡଳୀ ଅଛି। ଏହି ଦଳ ଭକ୍ତି ସହ ପରିବେଶ ସୁରକ୍ଷା ବାବଦରେ ବି ସଚେତନ କରେ। ଏଭଳି ଉଦ୍ୟମର ପ୍ରେରଣା ହେଉଛନ୍ତି ପ୍ରମିଳା ପ୍ରଧାନ। ଗାଁ ଗାଁ ବୁଲି ପାରମ୍ପାରିକ ଗୀତରେ ନୂଆ ସନ୍ଦେଶ ଯୋଡ଼ି ସଚେତନ କରନ୍ତି। ବନ୍ନାଗ୍ନି ଦ୍ବାରା କଣ କ୍ଷତି ହୁଏ ଲୋକଙ୍କୁ ସଚେତନ କରନ୍ତି। ମୟୂରଭଞ୍ଜର ସାନ୍ତାଳୀ ଶାଢ଼ୀ ବାବଦରେ ବି କହିଲେ ପ୍ରଧାନମନ୍ତ୍ରୀ। ଜିଲ୍ଲାର ୬୫୦ ଆଦିବାସୀ ମହିଳା ସାନ୍ତାଳୀ ଶାଢ଼ୀକୁ ପୁନରୁଦ୍ଧାର କରୁଛନ୍ତି। ମହିଳାମାନେ ହଜାର ହଜାର ଟଙ୍କା ରୋଜଗାର କରୁଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking