34.1 C
Bhubaneswar
Monday, February 23, 2026
Homeଓଡିଶାଜାନୁଆରୀ ମାସରେ ଦୁଇଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଜାନୁଆରୀ ମାସରେ ଦୁଇଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

କଟକ : ଜାନୁଆରୀ ମାସରେ ଦୁଇଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଆସନ୍ତା ମାସରେ ଭୁବନେଶ୍ୱରରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସକୁ ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଏଥିସହିତ ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ମଧ୍ୟ ପ୍ରଧାନମନ୍ତ୍ରୀ ଆସିବେ। ଜାନୁଆରୀ ୮, ୯ ଓ ୧୦ରେ ପ୍ରବାସୀ ଭାରତୀୟ ଦିବସ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭକୁ ଆସିବେ । ଜାନୁଆରୀ ୨୮ ଓ ୨୯ରେ ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌। ଏହି ଦୁଇଟି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବେ ବୋଲି କଟକରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking