35.1 C
Bhubaneswar
Saturday, May 4, 2024
Homeଓଡିଶାସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡାଇ କରୋନା ଆକ୍ରାନ୍ତ

ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡାଇ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଯାଜପୁର ଜିଲ୍ଲା ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡାଇ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ପ୍ରୀତିରଞ୍ଜନ ଘଡାଇ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି । ସେ ଟ୍ୱିଟରେ ଲେଖିଛନ୍ତି ଯେ, ‘କରୋନାର କୌଣସି ଲକ୍ଷଣ ନଥିଲେ ବି ଯେହେତୁ ସ୍ୱାବ ଟେଷ୍ଟ ପଜିଟିଭି ଆସିଛି । ଡାକ୍ତରଙ୍କ ପରାମର୍ଶକ୍ରମେ ମୁଁ ୨ ଦୁଇ ସପ୍ତାହ ପାଇଁ ସଙ୍ଗରୋଧରେ ରହୁଛିି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking