31.1 C
Bhubaneswar
Friday, October 9, 2026
Homeଓଡିଶାଭିଜିଲାନ୍ସ ଜାଲରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର ପାତ୍ର

ଭିଜିଲାନ୍ସ ଜାଲରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର ପାତ୍ର

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ସୁନ୍ଦରଗଡ଼ରେ ବଡ଼ ଭିଜିଲାନ୍ସ ଚଢ଼ାଉ । ପ୍ରକଳ୍ପ ନିର୍ଦ୍ଦେଶକ ଜଳବିଭାଜିକା ଓ ଉପ ନିର୍ଦେଶକ, ମୃତ୍ତିକା ସଂରକ୍ଷଣ ପ୍ରସନ୍ନ କୁମାର ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରୁଛି । ସୁନ୍ଦରଗଡ଼ ଆବାସିକ କାର୍ଯ୍ୟାଳୟ, ସୁନ୍ଦରଗଡ଼ ଅଫିସ, ପୈତୃକ ବାସଭବନ ସହିତ ଭୁନନେଶ୍ୱରରେ ରଖିଥିବା ୩ଟି ଫ୍ଲାଟରେ ଏକାସାଙ୍ଗରେ ଚଢ଼ାଉ କରୁଛି ଭିଜିଲାନ୍ସର ବିଭିନ୍ନ ଟିମ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାକୁ ନେଇ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking