28.1 C
Bhubaneswar
Saturday, April 27, 2024
Homeଅପରାଧଢାବାରେ ନାବାଳିକାଙ୍କୁ ଗଣଦୁଷ୍କର୍ମ

ଢାବାରେ ନାବାଳିକାଙ୍କୁ ଗଣଦୁଷ୍କର୍ମ

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ବୁର୍ଲା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ଗୋଶାଳା ଅଞ୍ଚଳରେ ଥିବା ଏକ ଢାବାରେ ଜଣେ ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ବୁର୍ଲା ଥାନାରେ ଅଭିଯୋଗ ହେବା ପରେ ପୁଲିସ ୬ ଜଣଙ୍କୁ ଗିରଫ କରି ପଚରାଉଚରା କରୁଛି। ଗିରଫ ଅଭିଯୁକ୍ତମାନେ ହେଲେ ଢାବା ମାଲିକ,ଦଲାଲ ମହିଳା ଓ ୪ଜଣ ଦୁଷ୍କର୍ମକାରୀ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking