29.1 C
Bhubaneswar
Sunday, April 28, 2024
Homeଓଡିଶାବସ୍‌ ଧକ୍କାରେ ବାଇକ ଆରୋହୀ ମୃତ

ବସ୍‌ ଧକ୍କାରେ ବାଇକ ଆରୋହୀ ମୃତ

ଅନୁଗୁଳ: ଅନୁଗୁଳ ଜିଲ୍ଲା ପାଲଲହଡ଼ା ଥାନା ୪୯ ନମ୍ବର ଜାତୀୟ ରାଜପଥ ସାମିୟାପାଲି ଛକ ନିକଟରେ ଦୁର୍ଘଟଣା । ବସ୍‌ ଧକ୍କାରେ ବାଇକ ଆରୋହୀ ମୃତ । ସାଇନାଥ ନାମକ ଏକ ଘରଇ ବସ୍‌ ବାଇକକୁ ଧକ୍କା ଦେଇଥିଲା ଫଳରେ ଘଟଣା ସ୍ଥଳରେ ବାଇକ ଚାଳକ ଗୁରୁତର ହୋଇପଡ଼ିଥିଲେ ।

ପରେ ସ୍ଥାନୀୟ ଲୋକେ ତାଙ୍କୁ ପାଲଲହଡା ଉପଖଣ୍ଡ ଡାକ୍ତରଖାନାରେ ଭର୍ତି କରିଥିଲେ। ହେଲେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ। ମୃତ ବ୍ୟକ୍ତି ହେଲେ ପାଲଲହଡା ସିଗଡ଼ ଗାଁର ଶରତ ପ୍ରଧାନ I ଘଟଣା ସ୍ଥଳରେ ପୋଲିସ ପହଂଚି ବସ ଓ ବାଇକ କୁ ଜବତ କରି ଅଧିକ ତଦନ୍ତ ଚଳାଇଛି  ।

ଫାରୁକ ହତ୍ୟା: ଡି ବ୍ରଦର୍ସ ଖଲାସ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking