23.1 C
Bhubaneswar
Saturday, February 7, 2026
Homeଓଡିଶାବୋମା ବିସ୍ଫୋରଣ : ୩ ଗୁରୁତର

ବୋମା ବିସ୍ଫୋରଣ : ୩ ଗୁରୁତର

ଖୋର୍ଦ୍ଧା : ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ କୁମାରବସ୍ତିରେ ବିସ୍ପୋରଣ ଘଟି ତିନିଜଣ ଗୁରୁତର ହୋଇଥିବାର ଖବର ମିଳିଛି। ତାପସ ମଙ୍ଗରାଜଙ୍କ ଘରେ ଏହି ବିସ୍ପୋରଣ ଘଟିଥିବା ଜଣାଯାଇଛି। ସ୍ଥାନୀୟ ଲୋକଙ୍କ କହିବା କଥା ହେଲା ଏହା ବୋମା ବିସ୍ପୋରଣ। ଅପରପକ୍ଷରେ ଏହା ବାଣ ବିସ୍ପୋରଣ ବୋଲି ପୁଲିସ ପକ୍ଷରୁ କୁହାଯାଇଛି। ଏଣେ ୩ ଗୁରୁତରଙ୍କ ମଧ୍ୟରୁ ଦୁଇଜଣଙ୍କୁ ଭୁବନେଶ୍ବରକୁ ସ୍ଥାନାନ୍ତରିତ କରାଯାଇଥିବା ବେଳେ ଜଣେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking