24.1 C
Bhubaneswar
Thursday, May 9, 2024
Homeବ୍ରେକୀଙ୍ଗସାମ୍ବାଦିକଙ୍କୁ ଆକ୍ରମଣ ଘଟଣାର ପ୍ରତିବାଦରେ ବିରୋଧ ପ୍ରଦର୍ଶନ

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାର ପ୍ରତିବାଦରେ ବିରୋଧ ପ୍ରଦର୍ଶନ

ନୟାଗଡ: ନୟାଗଡ ରେ କର୍ତବ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାର ପ୍ରତିବାଦରେ ଯାଜପୁରରେ ସାମ୍ବାଦିକ ମାନେ ବିରୋଧ ପ୍ରଦର୍ଶନ କରିଛନ୍ତି । ଯାଜପୁର ଗାନ୍ଧୀ ଛକ ଠାରେ ସାମ୍ବାଦିକ ମାନେ ଏକତ୍ରିତ ହୋଇ ସାମ୍ବାଦିକ ମାନଙ୍କ ଉପରେ ଆକ୍ରମଣ କରିଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବୀ କରିଛନ୍ତି । ଯେଉଁଭଳି ରାଜ୍ୟରେ ଦିନକୁ ଦିନ ସାମ୍ବାଦିକଙ୍କ ଉପରେ ଆକ୍ରମଣ ଘଟଣା ବୃଦ୍ଧି ପାଉଛି ସେଥିପାଇଁ ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଲାଗୁ କରିବା ଦରକାର ବୋଲି ଦାବୀ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking