26.1 C
Bhubaneswar
Monday, June 23, 2025
Homeଓଡିଶାପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର: ମନ୍ତ୍ରୀ

ପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର: ମନ୍ତ୍ରୀ

ଭୁବନେଶ୍ୱର: ପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର । ଏନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ।  ରିହାତି ଦରରେ ରାସନ ସାମଗ୍ରୀ ଯୋଗାଇ ଦିଆଯିବ ।  ଚାଉଳ, ଅଟା, ଚିନି, ଲୁଣ, ଡାଲି ପରି ଅତ୍ୟାବଶ୍ୟକୀୟ ସାମଗ୍ରୀ ମିଳିବ ।  ପ୍ରଥମେ ୫ଟି ପୋଷଣ କେନ୍ଦ୍ର ଖୋଲିବାକୁ ଯୋଜନା ରହିଛି କହିଛନ୍ତି ମନ୍ତ୍ରୀ ।  ମଧ୍ୟବର୍ଗଙ୍କୁ ସାମିଲ କରାଯିବ, ପ୍ରସ୍ତୁତ ହେୁଛି ଗାଇଡଲାଇନ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking