34.1 C
Bhubaneswar
Saturday, May 18, 2024
Homeଓଡିଶାବିଦ୍ୟୁତ କାଟକୁ ନେଇ ବଢୁଛି ଜନଅସନ୍ତୋଷ : ଶକ୍ତିମନ୍ତ୍ରୀଙ୍କ ଘର ଆଗରେ ବିଞ୍ଚଣା ଧରି ଛାତ୍ର...

ବିଦ୍ୟୁତ କାଟକୁ ନେଇ ବଢୁଛି ଜନଅସନ୍ତୋଷ : ଶକ୍ତିମନ୍ତ୍ରୀଙ୍କ ଘର ଆଗରେ ବିଞ୍ଚଣା ଧରି ଛାତ୍ର କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର: ପାୱାରକଟ ବିରୋଧରେ ଶକ୍ତିମନ୍ତ୍ରୀଙ୍କ ଘର ଆଗରେ ଛାତ୍ର କଂଗ୍ରେସର ବିକ୍ଷୋଭ । ଅଘୋଷିତ ବିଦ୍ୟୁତକାଟକୁ ବିରୋଧ କରି ହାତରେ ବିଂଚଣା ଓ ଲଣ୍ଠନ ଧରି ବିକ୍ଷୋଭ କରୁଛି ଛାତ୍ର କଂଗ୍ରେସ ।ଅସହ୍ୟ ଗରମରେ ସାରା ରାଜ୍ୟ ଆଉଟୁପାଉଟୁ ହେଉଥିବା ବେଳେ ଅଘୋଷିତ ବିଜୁଳି କାଟ ଲୋକଙ୍କ କଷ୍ଟ ବଢ଼ାଉଛି । ମନ ଇଛା ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍ କାଟ କରୁଛନ୍ତି ବିତରଣ କମ୍ପାନୀ । ଅଘୋଷିତ ବିଦ୍ୟୁତ କାଟକୁ ନେଇ ଲୋକ ହନ୍ତସନ୍ତ ହେଉଥିବାବେଳେ, ମାନିବାକୁ ନାରାଜ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ । ଯାହାର ପ୍ରତିବାଦ କରି ଏହି ବିକ୍ଷୋଭ କରାଯାଉଛି ।

ରାଜଧାନୀରେ ଅସମ୍ଭାଳ ତାତି; ଅସ୍ତବ୍ୟସ୍ତ କରିଛି ଜୀବନଯାତ୍ରା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking