38.2 C
Bhubaneswar
Thursday, June 25, 2026
Homeଓଡିଶାଆଜି ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆଜି ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ : ଶ୍ରୀମନ୍ଦିରରେ ଗୁରୁବାର ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ଆଜି ଜ୍ୟେଷ୍ଠ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ଓ ବିବାହ ଉତ୍ସବ ନୀତି ଅନୁଷ୍ଠିତ ହେବ। ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୧.୦୦ଟିକା ଠାରୁ ସନ୍ଧ୍ୟା ଘ.୬.୦୦ଟିକା ପର୍ଯ୍ୟନ୍ତ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking