33.1 C
Bhubaneswar
Tuesday, April 22, 2025
Homeଓଡିଶାଆସନ୍ତାକାଲି ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ

ଆସନ୍ତାକାଲି ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ

ପୁରୀ :ଆସନ୍ତାକାଲି ମାଘ ଶୁକ୍ଳ ଅଷ୍ଟମୀ ତିଥି। ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ଘ.୫.୦୦   ଠାରୁ ରାତ୍ର ଘ.୧୦.୦୦   ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ଶ୍ରୀମନ୍ଦିରରେ ହେବ ଶ୍ରୀଜୀଉଙ୍କ ଗୁପ୍ତ ନୀତି। ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ।  ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking