30.1 C
Bhubaneswar
Saturday, September 28, 2024
Homeଓଡିଶାକାଲି ୧୧ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ

କାଲି ୧୧ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ

ଭୁବନେଶ୍ୱର : ପୁରୀ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଆସନ୍ତାକାଲି ଦିନ ୧୧ଟା ଯାଏଁ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ଦିନକ ପରେ ସ୍ନାନ ପୂର୍ଣ୍ଣିମା । ତେଣୁ ସେନାପଟା ଲାଗି ନୀତି ନିମନ୍ତେ ଦର୍ଶନ ବନ୍ଦ ରଖାଯିବାକୁ ନିଷ୍ପତ୍ତି ନିଆଯାଇଛି । ଆଜି ରାତି ୧୨ଟାରୁ ଆସନ୍ତାକାଲି ଦିନ ୧୧ଟା ଯାଏଁ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking