ପୁରୀ : ବେଳାଭୂମିରୁ ମଣିଷ କଙ୍କାଳ ଉଦ୍ଧାର
ପୁରୀ : ପୁରୀ ବେଳାଭୂମିରୁ ଉଦ୍ଧାର ହେଲା ମଣିଷ କଙ୍କାଳ ଓ ଖପୁରୀ । ଗତକାଲି ବିଳମ୍ବିତ ରାତିରେ ପୁରୀ ବେଳାଭୂମି ନିକଟରେ ଥିବା ଷ୍ଟର୍ଲିଙ୍ଗ ହୋଟେଲ ରାସ୍ତା ପାଖରେ ଜଣଙ୍କର ଖପୁରୀ ସହ ଶରୀରର କିଛି ଅଂଶ ପଡିଥିବା ଦେଖିବାକୁ ମିଳିଥିଲା। ଏହା ଜଣେ ପୁରୁଷ କଙ୍କାଳ ବୋଲି ସେଠାରେ ମିଳିଥିବା ସାର୍ଟରୁ ଅନୁମାନ କରାଯାଉଛି। ଖବର ପାଇ ଘଟଣାସ୍ଥଳରେ ପୁରୀ ବଳିଆପଣ୍ଡା ପୁଲିସ ଖପୁରୀ ଓ ଶରୀର ଅଂଶକୁ ଜବତ କରି ଶ୍ରୀଜଗନ୍ନାଥ ମେଡିକାଲ … Continue reading ପୁରୀ : ବେଳାଭୂମିରୁ ମଣିଷ କଙ୍କାଳ ଉଦ୍ଧାର
Copy and paste this URL into your WordPress site to embed
Copy and paste this code into your site to embed