17.1 C
Bhubaneswar
Monday, December 22, 2025
Homeଓଡିଶାପୁରୀ ପୌରପାଳିକା ହେବ ମହାନଗର ନିଗମ

ପୁରୀ ପୌରପାଳିକା ହେବ ମହାନଗର ନିଗମ

ପୁରୀ : ପୁରୀ ପୌରପାଳିକାକୁ ମହାନଗର ନିଗମ କରାଯିବ । ଏନଇ ପ୍ରେସମିଟ କରି ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୁରୀ ସହରକୁ ନୂଆ ଢାଞ୍ଚାର ଆବଶ୍ୟକତା ରହିଛି । କ୍ରମବର୍ଧିତ ଜନସଂଖ୍ୟା ଓ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯାଇଛି ।  ପୁରୀ ପୌରପାଳିକା ଲୋକଙ୍କୁ ମୌଳିକ ସୁବିଧା ଯୋଗାଇବାରେ ଅସମର୍ଥ ହେବ । ନିକଟବର୍ତ୍ତୀ ପଞ୍ଚାୟତଗୁଡିକ ସହରର  ଅଂଶବିଶେଷ ହେବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking