ଶ୍ରୀଜୀଉଙ୍କ ଦଶମୂଳ ପ୍ରସ୍ତୁତି ଓ ଚକା ବିଜେ ନୀତି

ପୁରୀ : ଆଜି ଅଣସର ଦଶମୀ ତିଥିରେ ଶ୍ରୀଜିଉ ମାନଙ୍କୁ ଦଶମୂଳ ମୋଦକ ଲାଗି ହୋଇ ସାରିବା ପରେ ଚକା ବିଜେ ହେବେ ଶ୍ରୀ ମହାପ୍ରଭୁ । ଆୟୁର୍ବେଦିକ ପଦ୍ଧତି ଓ ଶାସ୍ତ୍ର ଅନୁସାରେ ଶ୍ରୀଜୀଉ ଙ୍କ ନିମନ୍ତେ ଦଶମୂଳ ମୋଦକ ପ୍ରସ୍ତୁତ ହୋଇଥାଏ । ଏହା ଏକାଦଶୀ ଦିନ ଶ୍ରୀଜୀଉଙ୍କ ପାଖେ ସମର୍ପଣ ହୋଇଥାଏ । ଶ୍ରୀମନ୍ଦିରର ରାଜବୈଦ୍ୟ ସେବକ ମାନେ ପୁରୁଷାନୁକ୍ରମେ ମହାପ୍ରଭୁଙ୍କ ଏହି ସେବା କରିଥାନ୍ତି । ଏହି ମହୌଷଧି ପ୍ରସ୍ତୁତି ନିମନ୍ତେ … Continue reading ଶ୍ରୀଜୀଉଙ୍କ ଦଶମୂଳ ପ୍ରସ୍ତୁତି ଓ ଚକା ବିଜେ ନୀତି