29.1 C
Bhubaneswar
Wednesday, May 8, 2024
Homeଓଡିଶାଶ୍ରୀମନ୍ଦିର ରତ୍ନ ସିଂହାସନ ଫଟୋ ଭାଇରାଲ୍ ଅଭିଯୋଗ

ଶ୍ରୀମନ୍ଦିର ରତ୍ନ ସିଂହାସନ ଫଟୋ ଭାଇରାଲ୍ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ରତ୍ନ ସିଂହାସନ ଫଟୋ ଭାଇରାଲ୍ ଅଭିଯୋଗ । କୋଲକାତାର ଜଣେ ପର୍ଯ୍ୟଯକ ଭାଇରାଲ କରିଥିବା ଅଭିଯୋଗ ହୋଇଛି । ଭାଇରାଲ କରିଥିବା ବ୍ୟକ୍ତି ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି ହୋଇଛି । ଫଟୋଟି ରତ୍ନ ବେଦୀର ବୋଲି ସନ୍ଦେହ କରାଯାଉଛି । ଏ ନେଇ ଶ୍ରୀମନ୍ଦିର ନୀତି ପ୍ରଶାସକଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଏ ନେଇ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି । କିନ୍ତୁ ବାରମ୍ବାର ଏହିଭଳି ଘଟଣା ଶ୍ରୀମନ୍ଦିର ଭିତର ଫଟୋ ଭାଇରଲ ହେବା କଥା ଏବେ ବଡ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି । ସବୁଠୁ ଗୁରୁତ୍ବପୂର୍ଣ୍ଣ କଥା ହେଉଛି ଏବେ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ମନା । ଗତ ନୃସିଂହ ଚତୁର୍ଦ୍ଦଶୀ ବେଳକୁ ରାଜ୍ୟରେ ଲକଡାଉନ ଜାରି ରହିଛି । ଏଭଳି ପରିସ୍ଥିତିରେ କିଭଳି ଶ୍ରୀମନ୍ଦିର ଭିତରକୁ କିଏ ପ୍ରବେଶ କଲା ଏବଂ ଫଟୋ ଉଠାଗଲା ତାକୁ ନେଇ ବଡ଼ ପ୍ରଶ୍ନ ସୃଷ୍ଟି ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking