31.1 C
Bhubaneswar
Tuesday, May 7, 2024
Homeଓଡିଶାଜୁନ୍ ୧୫ ଯାଏଁ କାଳିଆ ଦର୍ଶନ ମନା

ଜୁନ୍ ୧୫ ଯାଏଁ କାଳିଆ ଦର୍ଶନ ମନା

ଭୁବନେଶ୍ୱର: ରାଜ୍ୟରେ କରୋନାର ବଢୁୁଥିବା ମାମଲାକୁ ଦୃଷ୍ଟିରେ ରଖି ଅନେକ କଟକଣା ଲାଗୁ କରାଯାଉଛି । ଏହାରି ମଧ୍ୟରେ ଜୁନ୍ ୧୫ ତାରିଖ ଯାଏଁ ଶ୍ରୀମନ୍ଦିରରେ ଜଗନ୍ନାଥଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କୁ ମନା ହୋଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକଣାର ଅବଧିକୁ ବୃଦ୍ଧି କରାଯାଇଛି । କୋଭିଡ ସ୍ଥିତିକୁ ନେଇ ସମୀକ୍ଷା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନର ସମୀକ୍ଷା ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । କିନ୍ତୁ ସୀମିତ ସେବାୟତଙ୍କୁ ନେଇ ଶ୍ରୀଜିଉଙ୍କ ନୀତିକାନ୍ତି ଜାରି ରହିବ ବୋଲି କୁହାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking