33.2 C
Bhubaneswar
Thursday, June 25, 2026
Homeଓଡିଶା‘ପୁଷ୍କରା’ ଶ୍ରେଷ୍ଠ ଚଳଚ୍ଚିତ୍ର

‘ପୁଷ୍କରା’ ଶ୍ରେଷ୍ଠ ଚଳଚ୍ଚିତ୍ର

ଭୁବନଶ୍ୱର: ୨୦୨୩ ଓ ୨୦୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ ହାଉସ ୱାଇଫ ଶ୍ରେଷ୍ଠ ଚଳଚ୍ଚିତ୍ର । ତରଙ୍ଗ ପ୍ରଯୋଜିତ ଦୁଇ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର ଦିଆଯିବ । ପୁଷ୍କରାର ଅଭିନେତ୍ରୀ ସୁପ୍ରିୟା ୨୦୨୩ର ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଚୟନ କରାଯାଇଛି । ହରିହର ମହାପାତ୍ରଙ୍କୁ ୨୦୨୩ର ଶ୍ରେଷ୍ଠ ଅଭିନେତା ଭାବେ ଚୟନ କରାଯାଇଛି । ମୋ ବୋଉ ମୋ ଗାଁକୁ ପ୍ରାମାଣିକ ଚଳଚ୍ଚିତ୍ର ସମ୍ମାନ ଆୱାର୍ଡ ଦିଆଯିବ । ଏନେଇ ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ୨୦୨୪ ପାଇଁ ଆଶ୍ରମ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ଚଳଚ୍ଚିତ୍ର ଆୱାର୍ଡ ଦିଆଯିବ ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking