30.1 C
Bhubaneswar
Saturday, May 18, 2024
Homeଓଡିଶାବିଜେପି ଛାଡିଲେ ରଘୁ ମହାନ୍ତି

ବିଜେପି ଛାଡିଲେ ରଘୁ ମହାନ୍ତି

ଭୁବନେଶ୍ୱର : ବିଜେପି ଛାଡିଲେ ବରିଷ୍ଠ ନେତା ରଘୁନାଥ ମହାନ୍ତି । ଇସ୍ତଫା ପତ୍ର ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଥିବା କହିଲେ । ବସ୍ତା ବିଧାନସଭା କ୍ଷେତ୍ରରୁ ୫ଥର ପ୍ରତିନିଧିତ୍ୱ କରିଥିଲେ । ସରକାରୀ ଦଳ ମୁଖ୍ୟ ସଚେତକ ଓ ମନ୍ତ୍ରୀ ଥିଲେ ରଘୁ । ବଧୂ ନିର୍ଯାତନା ମାମଲାରେ ଗିରଫ ବୋଇଥିଲେ ରଘୁ । ଗିରଫ କରାଯିବା ପରେ ରଘୁଙ୍କୁ ବିଜେଡି ନିଲମ୍ବିତ କରିଥିଲା । ପରବର୍ତ୍ତୀ ଅବସ୍ଥାରେ ରଘୁ ବିଜେପିରେ ଯୋଗ ଦେଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking