ରାହୁଲଙ୍କୁ ମିଳିଲା ‘ସୁପ୍ରିମ’ ଆଶ୍ୱସ୍ତି

ନୂଆଦିଲ୍ଲୀ : କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଶୁକ୍ରବାର ବଡ ଆଶ୍ୱସ୍ତି ମିଳିଛି। ମୋଦୀ ସାଙ୍ଗିଆ ମାମଲାରେ ରାହୁଲଙ୍କ ଦଣ୍ଡ ଉପରେ ରୋକ୍‌‌ ଲଗାଇଛନ୍ତି ସୁପ୍ରିମକୋର୍ଟ। ମାନହାନୀ ମାମଲାରେ ସର୍ବୋଚ୍ଚ ନ୍ୟାୟାଳୟରୁ ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି ମିଳିଛି। ଚୂଡାନ୍ତ ଶୁଣାଣି ନ ହେବା ଯାଏଁ ସୁପ୍ରିମକୋର୍ଟ ରାହୁଲଙ୍କ ଦଣ୍ଡ ଉପରେ ରୋକ ଲଗାଇଛନ୍ତି। ସୁରତ ସେସନ କୋର୍ଟ ରାହୁଲଙ୍କୁ ୨ ବର୍ଷ ଦଣ୍ଡ ଶୁଣାଇଥିଲେ। ଏହାସହ ୨ ବର୍ଷ ଜେଲ୍‌‌ ଦଣ୍ଡାଦେଶକୁ କାଏମ ରଖିଥିଲେ ହାଇକୋର୍ଟ। ସୂଚନା … Continue reading ରାହୁଲଙ୍କୁ ମିଳିଲା ‘ସୁପ୍ରିମ’ ଆଶ୍ୱସ୍ତି