24.1 C
Bhubaneswar
Sunday, May 12, 2024
Homeଓଡିଶାଭୁବନେଶ୍ୱରରେ ରାହୁଲ

ଭୁବନେଶ୍ୱରରେ ରାହୁଲ

ଭୁବନେଶ୍ୱର:  କଂଗ୍ରେସ ସାଂସଦ ରାହୁଲ ଗାନ୍ଧି  ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ। ଏହାପରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ କଟକର ସତ୍ୟଭାମାପୁର ଯିବେ। ସେଠାରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ସତ୍ୟଭାମାପୁରରୁ ହେଲିକପ୍ଟର ଯୋଗେ ସାଲେପୁର ଯିବେ। ଦିନ ୧୨ଟା ୨୫ରୁ ୧ଟା ୪୫ ଯାଏଁ ସାଲେପୁରରେ ସାଧାରଣ ସଭାରେ ଯୋଗଦେବେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking