26.1 C
Bhubaneswar
Thursday, September 19, 2024
Homeଦେଶ ବିଦେଶରାହୁଲଙ୍କୁ ଦଣ୍ଡାଦେଶ ମାମଲା; ଆସନ୍ତା ୨୧ରେ ଶୁଣାଣି କରିବେ ସର୍ବୋଚ୍ଚ କୋର୍ଟ

ରାହୁଲଙ୍କୁ ଦଣ୍ଡାଦେଶ ମାମଲା; ଆସନ୍ତା ୨୧ରେ ଶୁଣାଣି କରିବେ ସର୍ବୋଚ୍ଚ କୋର୍ଟ

ନୂଆଦିଲ୍ଲୀ : ମାନହାନି ମାମଲାରେ ରାହୁଲଙ୍କୁ ଦଣ୍ଡାଦେଶ ମାମଲା । ଆସନ୍ତା ୨୧ ତାରିଖରେ ଶୁଣାଣି କରିବେ ସର୍ବୋଚ୍ଚ କୋର୍ଟ । ମୋଦି ସାଙ୍ଗିଆ ମାନହାନି ମାମଲାରେ ଗୁଜରାଟ କୋର୍ଟ ରାହୁଲ ଗାନ୍ଧୀଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ ଶୁଣାଇଥିଲେ ।

ଗୁଜରାଟ ହାଇକୋର୍ଟରେ ବି ସଜା କାଏମ ରହିଥିଲା । ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ପିଟିସନ ଦାଏର ହୋଇଥିବା ବେଳେ ତତ୍କାଳ ଶୁଣାଣି ପାଇଁ ରାଜି ହୋଇଛନ୍ତି କୋର୍ଟ। ମୋଦି ସରନେମ ମାମଲାରେ ଦୋଷୀ ସାବ୍ୟସ୍ତ ପରେ ରାହୁଲଙ୍କ ଲୋକସଭା ସଦସ୍ୟତା ରଦ୍ଦ ହୋଇଥିଲା ।

ପ୍ରେମିକକୁ ଦେଖିବା ପାଇଁ ଏମିତି କାମ କଲା ପ୍ରେମିକା, ଜାଣିଲେ ଆଶ୍ଚର୍ଯ୍ୟ ହେବେ….

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking