26.1 C
Bhubaneswar
Wednesday, April 9, 2025
Homeଓଡିଶାରାଜା ଚକ୍ର ଲିଙ୍କରେ ରେଡ

ରାଜା ଚକ୍ର ଲିଙ୍କରେ ରେଡ

କେନ୍ଦୁଝର: ଗିରଫ ହେବା ପରେ ରାଜା ଚକ୍ରଙ୍କୁ ସମସ୍ୟା ଛାଡୁନି। କେନ୍ଦୁଝର କୋଇଡ଼ା ମାଇନ୍ସ ଉପରେ ଚଢ଼ାଉ କରାଯାଉଛି । କ୍ରାଇମ୍‌ବ୍ରାଞ୍ଚ, ଏସଟିଏଫ୍, ଇଓଡବ୍ଲୁର ମିଳିତ ଚଢ଼ାଉ କରାଯାଇଛି । ଚଢ଼ାଉ ପରେ ୩ଟି ଦାମୀ ଗାଡ଼ି ଜବତ କରାଯାଇଛି । ଏଥିସହ ବ୍ୟାପକ ହେରଫେର ନେଇ ଡକ୍ୟୁମେଣ୍ଟ ମଧ୍ୟ ଜବତ କରାଯାଇଛି । ସେପଟେ ଜାମିନ୍ ଆବେଦନ ଉପରେ ଶୁଣାଣି ନେଇ ଆଜି ରାଜା ଚକ୍ରଙ୍କୁ ବାଲେଶ୍ବର ଓପିଆଇଡି କୋର୍ଟରେ ହାଜର କରାଯାଇଛି ।  ଆସନ୍ତା ୫ତାରିଖରେ ଜାମିନ ଆବେଦନର ପରବର୍ତ୍ତୀ ଶୁଣାଣୀ ହେବ। ଗନ୍ଧମାର୍ଦ୍ଦନ ଲୋଡିଙ୍ଗ ଏଜେନ୍ସିରେ ଟଙ୍କା ହେରଫେର ଘଟଣାରେ ଗିରଫ ରାଜା ଚକ୍ରଙ୍କୁ ନେଇ ପୂର୍ବରୁ ଜେରା କରିଥିଲା କ୍ରାଇମବ୍ରାଞ୍ଚ ଓ ଇଓଡବ୍ଲୁ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking