ଭୁବନେଶ୍ୱର: ବିଜେଡି ନେତା ରାଜା ଚକ୍ରଙ୍କ ୩ଟି ଠିକଣାରେ ଆଜି ବି ଚଢାଉ । କ୍ରାଇମବ୍ରାଞ୍ଚ, ଇଓଡବ୍ଲୁ ଓ ଏସଟିଏଫ୍ ପକ୍ଷରୁ ମିଳିତ ଚଢାଉ । ବଣାଇ, ଗୋପାଳପୁର ବନ୍ଦର, କେନ୍ଦୁଝର ଟାଉନରେ ରେଡ୍ । ଅନ୍ତରୀଣ ସୁରକ୍ଷାରେ ଥିବା ରାଜାଙ୍କ ଆଜି ହାଇକୋର୍ଟରେ ରହିଛି ଶୁଣାଣି । ଅନ୍ତରୀଣ ସୁରକ୍ଷା ହଟାଇବାକୁ ପ୍ରମାଣପତ୍ର ଦାଖଲ କରିବ ଇଓଡବ୍ଲୁ ।