ରେଳ ଦୁର୍ଘଟଣା: କେମିତି ହେଲା ଏତେ ବଡ଼ ଦୁର୍ଘଟଣା ?

ଭୁବନେଶ୍ୱର: ଆନ୍ଧ୍ର ପ୍ରଦେଶ ବିଜୟନଗରମ୍‌ରେ ବଡ଼ ଧରଣର ରେଳ ଦୁର୍ଘଟଣା ଘଟିଛି । ଦୁଇଟି ପାସେଞ୍ଜର ଟ୍ରେନ୍ ମଧ୍ୟରେ ଧକ୍କା ହୋଇଛି । ଆଲମଣ୍ଡା ଷ୍ଟେସନ ନିକଟରେ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍‌କୁ ବିଶାଖାପାଟଣା- ରାୟଗଡ଼ା ପାସେଞ୍ଜର ଟ୍ରେନ୍ ଧକ୍କା ଦେଇଛି । ଏଥିରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ ଜଣ ଆହତ ହୋଇଛନ୍ତି । ଆନ୍ଧ୍ର-ଓଡ଼ିଶା ସୀମାବର୍ତ୍ତୀ କଣ୍ଟାକାପାଲୀ-ଆଲମଣ୍ଡା ଷ୍ଟେସନ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି । ଏବେ ପ୍ରଶ୍ନ ଉଠୁଛି ଏତେ ବଡ଼ ଦୁର୍ଘଟଣା କେମିତି ହେଲା ? ସିଗ୍ନାଲ୍ ରେଡ୍ … Continue reading ରେଳ ଦୁର୍ଘଟଣା: କେମିତି ହେଲା ଏତେ ବଡ଼ ଦୁର୍ଘଟଣା ?