31.1 C
Bhubaneswar
Tuesday, March 10, 2026
Homeଓଡିଶାଓଡିଶାରେ ରେଳ ସଂଯୋଗୀକରଣକୁ ପ୍ରୋତ୍ସାହନ

ଓଡିଶାରେ ରେଳ ସଂଯୋଗୀକରଣକୁ ପ୍ରୋତ୍ସାହନ

ଭୁବନେଶ୍ୱର: ଓଡିଶାରେ ରେଳ ସଂଯୋଗୀକରଣକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୋତ୍ସାହନ ମିଳିଛି । ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କୋଏମ୍ବାଟୁରଠାରୁ ଧାନବାଦକୁ ନୂଆ ଅମୃତ ଭାରତ ଟ୍ରେନ ମଞ୍ଜୁର କରାଯାଇଛି । ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଅମୃତ ଭାରତ ଟ୍ରେନ । ଓଡିଶା, ତାମିଲନାଡୁ ଏବଂ ଝାଡଖଣ୍ଡ ମଧ୍ୟରେ ସଂଯୋଗକୁ ସୁଦୃଢ କରିବ । ରାୟଗଡା, ମୁନିଗୁଡା, କେସିଙ୍ଗା, ଟିଟିଲାଗଡ, ବଲାଙ୍ଗିର, ବରଗଡ ରୋଡ, ସମ୍ବଲପୁର, ଝାରସୁଗୁଡା, ରାଉରକେଲା ଦେଇ ଯିବ । ପଶ୍ଚିମ ଏବଂ ଦକ୍ଷିଣ ଓଡିଶାର ଯାତ୍ରୀମାନେ ଯଥେଷ୍ଟ ଲାଭ ପାଇବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking