41.1 C
Bhubaneswar
Tuesday, April 30, 2024
Homeଓଡିଶାକଟକ ଓ ଭୁବନେଶ୍ବର ସମେତ କେତେକ ସ୍ଥାନରେ ବର୍ଷା ଜାରି

କଟକ ଓ ଭୁବନେଶ୍ବର ସମେତ କେତେକ ସ୍ଥାନରେ ବର୍ଷା ଜାରି

ଭୁବନେଶ୍ବର: ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବରେ କଟକ ଓ ଭୁବନେଶ୍ବର ସମେତ କେତେକ ସ୍ଥାନରେ ସକାଳୁ ବର୍ଷା ଆରମ୍ଭ ହୋଇଛି। ରାଜ୍ୟର ବିଭିନ୍ନ ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ଜାରି ରହିଛି ମଧ୍ୟମ ଧରଣର ବର୍ଷା । ଟୁଇନ୍ ସିଟିରେ ବି ଏହାର ପ୍ରଭାବ ଦେଖିବାକୁ ମିଳିଛି । କିଛି ସ୍ଥାନରେ ଘଡଘଡି ସହ ବର୍ଷା ବି ଦେଖିବାକୁ ମିଳିଛି ।

୩ ଘଣ୍ଟା ପାଇଁ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା. ସମ୍ବଲପୁର, ବରଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଲାଗି ରହିଛି ବର୍ଷା। ଏଣେ ୧୩ ତାରିଖରୁ ପାଗ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ତେବେ ଏହା ପରଠାରୁ ବଢିବ ତାତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking