ଦଶହରାରେ ଭିଜିବ ଓଡ଼ିଶା

ଭୁବନେଶ୍ୱର, : ଚଳିତ ବର୍ଷ ଦୁର୍ଗା ପୂଜାର ମାହୋଲ ଟିକେ ଫିକା ପଡ଼ିବାର ସମ୍ଭାବନା ରହିଛି । କାରଣ ଏଥର ଦଶହରାରେ ଭିଜିବ ଓଡ଼ିଶା । ଦକ୍ଷିଣ ଚାଇନା ସାଗରରେ ଟାଇଫୁନ ନୋରୁର ପ୍ରଭାବରେ ଆସନ୍ତା ଅକ୍ଟୋବର ୨ ରେ ଉତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଯୋଗୁ ଓଡ଼ିଶାରେ ପୂଜା ସମୟରେ ବର୍ଷା ହୋଇପାରେ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଏବଂ … Continue reading ଦଶହରାରେ ଭିଜିବ ଓଡ଼ିଶା