34.1 C
Bhubaneswar
Friday, March 29, 2024
Homeଓଡିଶା୯ ଜିଲ୍ଲାରେ ବର୍ଷା ସମ୍ଭାବନା

୯ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବର୍ତମାନ କରୋନାର ତାଣ୍ଡବ ଚାଲିଥିବା ସମୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ ଘଡଘଡି ଏବଂ ବଜ୍ରପାତ ହେବାର ସୂଚନା ରହିଛି । ଏହି ଜିଲ୍ଲାଗୁଡିକ ମଧ୍ୟରେ ମୟୁରଭଞ୍ଜଓ କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ନୂଆପଡା କନ୍ଧମାଳ, କୋରାପୁଟ, କଳାହାଣ୍ଡି ଏବଂ ବଲାଙ୍ଗୀର ଜିଲ୍ଲାରେ ବର୍ଷା ସହ ଘଡଘଡି ର ସମ୍ଭାବନା ରହିଥିବା ଆଂଚଳିକ ପାଣିପାଗ ବିଜ୍ଞାନ ପୂର୍ବାନୁମାନ କରିଛି । ଏହି ଜିଲ୍ଲାଗୁଡିକ ମଧ୍ୟରୁ ଗୋଟିଏ କିମ୍ବା ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି ।
https://onakhabar.com/2020/04/11/coronavirus-pandemic-prime-minister-narendra-modis-meet-with-chief-ministers-question-of-when-to-end/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking