32.1 C
Bhubaneswar
Friday, April 26, 2024
HomeUncategorizedଆସନ୍ତା ୨୪ ଘଂଟା ମଧ୍ୟରେ ବର୍ଷା

ଆସନ୍ତା ୨୪ ଘଂଟା ମଧ୍ୟରେ ବର୍ଷା

ଭୁବନେଶ୍ୱର: ପୁଣି ବର୍ଷାରେ ଭିଜିବ ରାଜ୍ୟ । ଏନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ତେବେ ଆସନ୍ତା ୨୪ ଘଂଟା ମଧ୍ୟରେ ଉତର ଓଡିଶାରେ ବର୍ଷା ହେବା ନେଇ ଆଶଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବର୍ଷା ହେବା ସହ କୁଆପଥର ବର୍ଷାର ମଧ୍ୟ ସମ୍ଭାବନା ରହିଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସୂଚନା ମିଳିଛି । ୧୧ଟି ଜିଲ୍ଲାରେ ବର୍ଷା ସହ ସେଥିମଧ୍ୟରୁ ୬ ଜିଲ୍ଲାରେ କୁଆ ପଥର ବର୍ଷାର ଆକଳନ କରିଛି ପାଣିପାଗ ବିଭାଗ ।
ତେବେ ଓଡିଶାରେ ବର୍ତ୍ତମାନ ୩୦ରୁ ୩୫ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ମାଲକାନଗିରିରେ ୩୫ ଡିଗ୍ରୀ ରହିଛି। ସେହିପରି ସୁନ୍ଦରଗଡରେ ୧୪ ଡିଗ୍ରୀ ରହିଛି। ତେବେ ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ୧୧ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
https://onakhabar.com/2020/03/11/after-holi-indian-railways-give-blow-to-passenger/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking