37.5 C
Bhubaneswar
Saturday, June 27, 2026
Homeଓଡିଶାଆଗାମୀ ୨ଦିନ ଯାଏ ରାଜ୍ୟର କିଛି ସ୍ଥାନରେ ବର୍ଷା !

ଆଗାମୀ ୨ଦିନ ଯାଏ ରାଜ୍ୟର କିଛି ସ୍ଥାନରେ ବର୍ଷା !

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ଫେରିବା ପ୍ରକ୍ରିୟା ଆରମ୍ଭ କରିବ। ମୌସୁମୀ ଅପସାରଣ ପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟରେ ସାଧାରଣତଃ ବର୍ଷା ଅଧିକ ହୋଇଥାଏ। ମାତ୍ର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ବର୍ତ୍ତମାନର ସ୍ଥିତିରେ ରାଜ୍ୟରେ ସେଭଳି ବଡ଼ ବର୍ଷାର ସମ୍ଭାବନା ନାହିଁ। ତେବେ ଆଗାମୀ ଦୁଇଦିନ ରାଜ୍ୟର କିଛି ସ୍ଥାନରେ ଘଡଘଡି ସହ ହାଲୁକା ମଧ୍ୟମ ଧରଣର ବର୍ଷା ହେବ। ସୋମବାର ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରିରେ ଘଡ଼ଘଡ଼ି, ବିଜୁଳି ସହିତ ଝଡ଼ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking