26.1 C
Bhubaneswar
Thursday, March 26, 2026
Homeଓଡିଶାଟ୍ୱିନ୍ ସିଟିରେ ବର୍ଷା

ଟ୍ୱିନ୍ ସିଟିରେ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ବଦଳିଛି ପାଗର ମିଜାଜ୍। ଆଜି ସକାଳେ ଟ୍ୱିନ୍ ସିଟି ସହ ବିଭିନ୍ନ ଜିଲ୍ଲାରେ ଝିପି ବର୍ଷା ହୋଇଛି। ରାଜ୍ୟରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣରୁ ବର୍ଷା ହେବା ପାଇଁ ୧୧ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଜାରି କରାଯାଇଛି। ଗତକାଲି ରାତିରେ ରାଜଧାନୀ ଭୁବନେଶ୍ୱର ସହ କଟକରେ ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ହୋଇଥିଲା। ଆଜି ସକାଳେ ମଧ୍ୟ ଟ୍ୱିନ୍ ସମେତ ବିଭିନ୍ନ ଜିଲ୍ଲାରେ ଝିପି ଝିପି ବର୍ଷା ହେବା ସହ ପାଗ କୋହଲା ରହିଛି। ସେହିପରି ୧୧ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking