19.1 C
Bhubaneswar
Friday, February 6, 2026
Homeଓଡିଶା୭ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା !

୭ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା !

ଭୁବନେଶ୍ୱର: ଆସନ୍ତା ୭ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । କାଲି ମୟୁରଭଞ୍ଜ , ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାଣ୍ଣିଂ ଦିଆଯାଇଛି । କୁଆ ପଥର ବର୍ଷା ସହ ୫୦ରୁ ୬୦ କିମି ବେଗରେ ପବନ ବୋହିପାରେ । ଆଜି ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂପୁର ଏବଂ ଯାଜପୁର ସମେତ ସାତଟି ଜିଲ୍ଲା ପାଇଁ ଏକ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ସହିତ, ୨୩ଟି ଜିଲ୍ଲା ପାଇଁ ଏକ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଛି। ଏହି ଅଞ୍ଚଳର ବାସିନ୍ଦାମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking