ରାଜ୍ୟରେ ଆଗାମୀ ୫ ଦିନ ଯାଏ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ଯରେ ଆଗାମୀ ୫ଦିନ ପର୍ଯ୍ଯନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଓ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି।। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ  ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ୩ ତାରିଖ ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ବର, ଢେଙ୍କାନାଳ, ଅନୁଗୁଳ, ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ପ୍ରବଳ ବର୍ଷା … Continue reading ରାଜ୍ୟରେ ଆଗାମୀ ୫ ଦିନ ଯାଏ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା