14.1 C
Bhubaneswar
Sunday, December 7, 2025
Homeଓଡିଶାଆଜି ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା

ଆଜି ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଆଜି ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।  ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହୋଇପାରେ ।  କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ରାଜ୍ୟର ଅନେକ ସ୍ଥାନରେ  ବିଜୁଳି ଘଡଘଡି  ସହ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହା ସହ ଆସନ୍ତାକାଲି  ମଧ୍ୟ ଉପକୂଳ ଓ ପଶ୍ଚିମ ଓଡିଶାର ବର୍ଷା ନେଇ ୟେଲ୍ଲୋ ୱାର୍ଣ୍ଣିଂ ଜାରି ହୋଇଛି ।  ୧୬ ତାରିଖ ପର୍ଯ୍ୟନ୍ତ  ବର୍ଷା ହେବା ନେଇ  ପାଣିପାଗ ବିଭାଗ ସତର୍କ  ସୂଚନା  ଜାରି କରିଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking